ପିଲିଫିଅ ମଣ୍ଡଳୀର ବିଶ୍ୱାସୀମାନଙ୍କୁ ପାଉଲଙ୍କ ପତ୍ର
ପିଲିପିୟ ମଣ୍ଡଲିର୍ ବିସ୍ବାସିମନ୍କେ ପାଉଲ୍ ଚିଟି ଲେକ୍ଲାଟା
ଏ ବଇର୍ ବିସଇ ପଦେକ୍ ଜାନ୍ବାଟା
ଜିସୁକିରିସ୍ଟ ଜନମ୍ ଅଇକରି ୬୧ ବରସ୍ ପଚେ ପାଉଲ୍ ପିଲିପିଅ ମଣ୍ଡଲିର୍ ବିସ୍ବାସିମନର୍ ଲଗେ ଏ ଚିଟି ଲେକିରଇଲା । ଏ ଚିଟି ପାଉଲ୍ ରମ୍ ରାଇଜେ ବନ୍ଦି ରଇଲାବେଲେ ଲେକିରଇଲା ୧:୧୩ ।
ପିଲିପି ସଅରେ ରଇବା ମଣ୍ଡଲିମନ୍କେସେ ଏ ଚିଟି ଲେକାଅଇରଇଲା । ଆମେ ପେରିତ୍ ବଇଟାନେ ମିସା କେତେଟା ବିସଇ ପିଲିପିୟ ବଇର୍ ବିସଇ ଜାନିପାରିଅଇସି । ପିଲିପି ମାକିଦନିଆର୍ ରାଜ୍ଦାନି ରଇଲା । ଏଟା ମାକିଦନିଆଇ ତିଆର୍ ଅଇରଇବା ପର୍ତୁମ୍ ମଣ୍ଡଲି ରଇଲା । ଏ ମଣ୍ଡଲି ପାଉଲ୍ ଆରି ସିଲା ମିସିକରି ଆରାମ୍ କରିରଇଲାଇ । ଆରି ତେଇ ରଇଲାବେଲେ ଗଟେକ୍ ରାତିର୍ପାଇ ସେମନ୍କେ ବନ୍ଦିକରି ସଙ୍ଗଇରଇଲାଇ ପେରିତ୍ ୧୬ ।
ପାଉଲ୍ ଏ ଚିଟି ଲେକ୍ବାକେ କେତେଟା ଆଦେସ୍ ରଇସି ମିସା । ସେ ବନ୍ଦି ରଇବା ବିସଇ ସୁନି ମଣ୍ଡଲିର୍ ଲକ୍ମନ୍ ଚାନ୍ଦା ଉଟାଇକରି ପାଟାଇରଇଲାଇଜେ ସେମନ୍କେ ଦନିଅବାଦ୍ ଦେବା ଉଦେସେ ଚିଟି ଲେକ୍ଲାଆଚେ ୪:୧୦-୧୯ । ସେ ମିସା ତାର୍ ବନ୍ଦିରଇଲା ବେଲର୍ ଟିକିନିକି ବିସଇ ମଣ୍ଡଲିତେଇ ତିମତିକେ ଆରି ଏପ୍ରାପଦିତ୍କେ ଜାନାଇଦେଲାନି । ବିସ୍ବାସିମନ୍ ଜେନ୍ତିକି ସେମନ୍କେ ମାନିକରି ଜୁଆର୍ ଜାନାଇବାଇ ଆରି ତାକର୍ ଦାଇତେ ନାମିକରିରଇବାଇ ୨:୧୯-୩୦ ।
ଏ ବଇ ବିତ୍ରେ ରଇଲାଟା
୧. ପିଲିପିୟ ମଣ୍ଡଲିକେ ପାଉଲ୍ ଜୁଆର୍ ଜାନାଇବାଟା । ୧:୧-୨
୨. ପାଉଲର୍ କସ୍ଟ ପଡିରଇଲାଟା ଆରି ବାବ୍ବାଟା । ୧:୩–୨:୩୦
୩. ବିସ୍ବାସିମନ୍ କିରିସ୍ଟକେ ବିସ୍ବାସ୍କରି ଜିଉନାକାଉନା କର୍ବାକେ ପାଉଲ୍ ତିଆରି ଆଚେ । ୩:୧–୪:୯
୪. ପାଉଲ୍ ଚାନ୍ଦାକରି ଦାନ୍ ଦେବାକେ ପିଲିପେ ରଇବା ମଣ୍ଡଲିର୍ ବିସ୍ବାସିମନ୍କେ ଜୁଆର୍ ଆରି ଦନିଅବାଦ୍ ଜାନାଇଆଚେ । ୪:୧୦-୨୩
୧
ପାଉଲର୍ ପାର୍ତନା
୧ ✡ ୧:୧ ପେରିତ୍ ୧୬:୧୨ଏ ଚିଟି ପାଉଲ୍ ଆରି ତିମତି, କିରିସ୍ଟ ଜିସୁର୍ ଦୁଇଟା ଗତିଦାଙ୍ଗ୍ଡାମନ୍ ଲେକ୍ଲୁନି ।
ଜିସୁକିରିସ୍ଟର୍ ଅଇକରି ପିଲିପି ନଅରେ ରଇବା ସବୁ ପର୍ମେସରର୍ ଲକ୍ମନର୍ପାଇ ଏଟା ଲେକାଅଇଲା ଆଚେ । ତମର୍ ବିତ୍ରେ ନେତା ଅଇକରି ତମ୍କେ ସାଇଜ କର୍ବା ଲକ୍ମନର୍ପାଇ ମିସା ।
୨ ଆମର୍ ବାବା ପର୍ମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ତମ୍କେ ଜିବନ୍ ଦୁକାଇକରି ସାନ୍ତି ଦେଅ ।
ପାଉଲର୍ ପାର୍ତନା
୩ ମୁଇ ତମ୍କେ ଜେତ୍କିତର୍ ଏତାଇଲିନି, ସେତ୍କିତର୍ ମର୍ ପର୍ମେସର୍କେ ଦନିଅବାଦ୍ ଦେଇତେରଇବି । ୪ ପାର୍ତନା କଲାବେଲେ ସବୁତର୍ ତମର୍ପାଇ ସାର୍ଦାସଙ୍ଗ୍ ପାର୍ତନା କଲିନି । ୫ କାଇକେବଇଲେ ସୁବ୍କବର୍ ଜାନାଇବା କାମେ ତମେ ମର୍ ସଙ୍ଗ୍ ମିସିକରି ରଇଲାସ୍ । ବିସ୍ବାସ୍ କର୍ବା ପର୍ତୁମ୍ ଦିନେଅନି ଆଜିକେ ଜାକ ତମେ ମକେ ଏଟା କଲାସ୍ନି । ଆରି ଏବେ ମିସା କରି ଆଇଲାସ୍ନି । ୬ ପର୍ମେସର୍ ଜେକି ତମର୍ ମନ୍ ବିତ୍ରେ କାମ୍ କର୍ବାକେ ଆରାମ୍କରିଆଚେ, ଜିସୁକିରିସ୍ଟ ବାଉଡିଆଇବା ଜାକ, ସେଟା କରି ସାରାଇସି । ୭ ତମେ ସବୁବେଲେ ମର୍ ମନ୍ ବିତ୍ରେ ଆଚାସ୍ । ତେବର୍ପାଇ ତମର୍ ବିସଇନେଇ କରି ଏନ୍ତାରି ବାବ୍ବାଟା ଟିକ୍ ସେ । ମୁଇ ବନ୍ଦି ନ ଅଇକରି ରଇଲାବେଲେ କି ଏବେ ବନ୍ଦି ରଇକରି ସୁବ୍କବର୍ ବିରୁଦେ ଦଦାପେଲା ଉଟ୍ଲାବେଲେ, ଏଟା ସତ୍ ଆକା ବଲି ଡାଟ୍ସଙ୍ଗ୍ ଦେକାଇବାଟାନେ ମିସା, ତମେ ସବୁ ମିସ୍ବାକେ ପର୍ମେସର୍ ବେଲା ଟିକ୍ କରି ଦେଲାଆଚେ । ୮ ମୁଇ ତମ୍କେ ସବୁ ଲକ୍କେ ଆରିତରେକ୍ ଦେକ୍ବି ବଲି ମନ୍ କଲିନି । ଏ ବିସଇତେଇ ନିଜେ ପର୍ମେସର୍ ସାକିଆଚେ । କାଇକେବଇଲେ ଜିସୁକିରିସ୍ଟ ଆଲାଦ୍ କଲାପାରା ମୁଇ ତମ୍କେ ଆଲାଦ୍ କଲିନି ।
୯ ମୁଇ ତମର୍ପାଇ ଏନ୍ତାରି ପାର୍ତନା କଲିନି, ଜେନ୍ତାରିକି ତମେ ଆଲାଦ୍ କର୍ବାଟାନେ ଅଦିକ୍ ଅଦିକ୍ ବଡ୍ସା । ପର୍ମେସର୍ ଜେନ୍ତାରି ଆଚେ, ସେ ବିସଇ ତମେ ଅଦିକ୍ ଅଦିକ୍ ଜାନ୍ସା ବଲି ମୁଇ ପାର୍ତନା କଲିନି । ଆରି ଜେଡେବଲ୍ ମିସା କନ୍ଟା ସତ୍ କନ୍ଟା ବୁଲ୍ ସେଟା ଜାନିପାର୍ସା । ୧୦ ସେନ୍ତାର୍ଆଲେ ଟିକ୍ ବିସଇ କନ୍ଟା ବଲି ବାଚିକରି କରିପାର୍ସା । ଆରି ଏବେଅନି କିରିସ୍ଟ ବାଉଡି ଆଇବାଜାକ ସବୁ ପାପେଅନି ମୁକ୍ଲିକରି କାଇ ଦସ୍ ନ ଅଇକରି ରଇପାର୍ସା । ୧୧ ଜେନ୍ତାରିକି ଗଟେକ୍ ପଲ୍ ଦେବା ଗଚ୍ ପଲ୍ ଦେଇସି, ସେନ୍ତାରିସେ ତମେ ମିସା ଜିସୁକିରିସ୍ଟର୍ ବପୁ ସଙ୍ଗ୍ ଦରମ୍ କାମର୍ ପଲ୍ ଦେଇସା । ଏଟା ପର୍ମେସର୍କେ ଡାକ୍ପୁଟା ଆରି ମଇମା କର୍ସି ।
କିରିସ୍ଟ ଅଇଲାନି ଆମର୍ ଜିବନ୍
୧୨ ଏ ବାଇବଇନିମନ୍, ତମେ ଜାନ୍ବାର୍ ଆଚେ କି କିରିସ୍ଟର୍ପାଇ ମର୍ ଜିବନେ ଜେତ୍କି ଗଟିଆଚେ, ତାର୍ଲାଗି ଅଦିକ୍ ଲକ୍ ସୁବ୍କବର୍ ବିସ୍ବାସ୍ କର୍ବାକେ ଗଟେକ୍ ବାଟ୍ ଆଇଲା । ୧୩ ✡ ୧:୧୩ ପେରିତ୍ ୨୮:୩୦ଜେନ୍ତିକି, ସମ୍ରାଟର୍ ମେଡେ ଜେତ୍କି ସଇନ ଜାଗିଆଚତ୍, ସେମନ୍ ସବୁ ମୁଇ କିରିସ୍ଟକେ ସେବା କଲାର୍ ପାଇ ବନ୍ଦିଗରେ ଆଚିବଲି ଜାନ୍ଲାଇ । ୧୪ ମୁଇ ବନ୍ଦିଗରେ ରଇଲାର୍ପାଇ, ଇତି ରଇବା କେତେକ୍ କେତେକ୍ ବିସ୍ବାସି ବାଇବଇନିମନ୍କେ ମାପ୍ରୁ ବପୁ ଦେଲାଆଚେ । ପର୍ମେସରର୍ ବାକିଅ ନ ଡର୍ତେ ଜାନାଇବାକେ ସେମନ୍କେ ଏବେ ସାଆସ୍ ଆଚେ ।
୧୫ ଅଇଲେ ମିସା ସେମନର୍ ବିତ୍ରେ ଅନି କେତେଲକ୍ ମକେ ଆଁକାର୍ କଲାର୍ପାଇ କିରିସ୍ଟର୍ ବିସଇ ଜାନାଇବାକେ ମନ୍ କଲାଇନି । ସେମନ୍ ମର୍ଟାନେଅନି ବଡ୍ ବଲି ଦେକାଇଅଇବାକେ ଏନ୍ତି କଲାଇନି । ମାତର୍ ଆରି କେତେକ୍ ଲକ୍ ଏଟା ସତ୍ ବଲି ମନେବାବିକରି କଲାଇନି । ୧୬ ଏ ଲକ୍ମନ୍ ମକେ ଆଲାଦ୍ କଲାର୍ ପାଇ ସୁବ୍କବର୍ ଜାନାଇଲାଇନି । କିରିସ୍ଟର୍ ସୁବ୍କବର୍ ଦେକାରକା କର୍ବାକେ ପର୍ମେସର୍ସେ ମକେ ଏ ବନ୍ଦିଗରେ ସଙ୍ଗଇଆଚେ ବଲି ଜାନିକରି ମିସା । ୧୭ ମାତର୍ ଜନ୍ ଲକ୍ମନ୍ ମକେ ଆଁକାର୍ କଲାଇନି, ମର୍ଟାନେଅନି ବଡ୍ ଅଇବୁ ବଲିକରି, କିରିସ୍ଟର୍ ସୁବ୍କବର୍ ଜାନାଇଲାଇନି । ତାକର୍ ମନେ ଏଟା ସତ୍ବଲି ବାବିକରି କରତ୍ନାଇ । ମୁଇ ବନ୍ଦି ଗରେ ରଇକରି ଜେତ୍କି କସ୍ଟ ମୁରଚ୍ଲିନି, ତାର୍ତେଇଅନି ଅଦିକ୍ କସ୍ଟ ମିସାଇବାକେ କୁଟ୍ ପାଁଚ୍ଲାଇନି ।
୧୮ ମାତର୍ ଏଟା ମର୍ପାଇ କାଇଟା ନାଇ । ସେମନ୍ ସତଇସେ କଲେ କି ବୁଲ୍ କାମର୍ ପାଇ କଲେ ମିସା, କିରିସ୍ଟର୍ ବିସଇର୍ କବର୍ ଜାନାଇ ଅଇଲେ, ସେଟା ମୁକିଅ ବିସଇ । ଆରି ସେଟାର୍ପାଇ ମୁଇ ସାର୍ଦା ସଙ୍ଗ୍ ରଇବି । ୧୯ ଆରି ମୁଇ ସାର୍ଦା ଅଇତେରଇବି । କାଇକେବଇଲେ ତମେ ମର୍ପାଇ ପାର୍ତନା କଲାସ୍ନି ବଲି ମୁଇ ଜାନି । ଆରି ଜିସୁକିରିସ୍ଟର୍ ସୁକଲ୍ ଆତ୍ମାର୍ ସାଇଜର୍ଲାଗି ପର୍ମେସର୍ ମକେ ମୁକ୍ଲାଇସି । ୨୦ ମୁଇ ଦିଆନ୍ ଦେଇ ଆରି ଆସା କରି ଜାଗ୍ଲିନି । ମୁଇ ଜିବନ୍ ରଇଲେ କି ମର୍ବାକେ ଅଇଲେ ମିସା ମର୍ କାମ୍ଟାନେ ଏଲା ନ କରି । ମାତର୍ ଅଦିକାର୍ ସଙ୍ଗ୍ ରଇବା ଲକ୍ମନର୍ ମୁଆଟେ କାତା ଅଇବାକେ ମକେ ଅଦିକ୍ ସାଆସ୍ ଆଇସି । ଏନ୍ତାରିକରି ମୁଇ ଜେତ୍କି କାମ୍ କଲିନି, କିରିସ୍ଟକେ ଡାକ୍ପୁଟା କରାଇବି । ୨୧ କାଇକେବଇଲେ ମର୍ପାଇ ଜିଇବା କାଇବାଟା ସବୁ କିରିସ୍ଟସେ । ଆରି ମର୍ ଇସାବେ, କିରିସ୍ଟର୍ଟାନେ ରଇକରି ମର୍ବାଟା ବେସି ନିକ । ୨୨ ମୁଇ ଜିଇରଇଲେ, କିରିସ୍ଟର୍ପାଇ ନିକ ସଙ୍ଗ୍ କାମ୍ କରିଅଇସି । ମାତର୍ ମଲେ ନିକ କି ଜିଇରଇଲେ ନିକ ବଲି ଜାନି ନାପାର୍ଲିନି । ୨୩ ଏ ଦୁଇଟା ବିତ୍ରେ କାଇଟା କର୍ବି ବଲି ଜିକାଟାନା ଅଇଲିନି । ଏ ଜିବନ୍ ଚାଡି ସର୍ଗେ କିରିସ୍ଟର୍ ସଙ୍ଗ୍ ରଇବାକେ ମୁଇ ମନ୍ କଲିନି । କାଇକେବଇଲେ ସେଟା ଅଦିକ୍ ନିକ । ୨୪ ମାତର୍ ତମର୍ପାଇ ମୁଇ ଜିଇକରି ରଇବାଟା ବେସି ମୁକିଅ ବିସଇ । ୨୫ ଏ ବିସଇ ମୁଇ ଡାଁଟ୍ ସଙ୍ଗ୍ ଜାନ୍ଲିନି । ତେବର୍ପାଇ ମୁଇ ଜିଇକରି ରଇବି ଜେନ୍ତାରିକି, ତମେ ବିସ୍ବାସେ ଡାଁଟ୍ ଅଇସା ଆରି ବିସ୍ବାସ୍ କଲାର୍ପାଇ ସାର୍ଦା ଅଇସା । ୨୬ ସେନ୍ତାର୍ଆଲେ, ମୁଇ ତମର୍ ସଙ୍ଗ୍ ଆରିତରେକ୍ ମିସ୍ବାବେଲେ, ଜିସୁକିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ ତମେ ମର୍ ବିସଇନେଇ ବଡ୍ପନ୍ ଅଇସା ।
୨୭ ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ଏଟା । କିରିସ୍ଟର୍ ସୁବ୍ କବର୍ ବିସ୍ବାସ୍ କର୍ବା ଲକ୍ମନ୍ କେନ୍ତାରି ଚଲାଚଲ୍ତି କର୍ବାର୍ଆଚେ, ତମେ ସେନ୍ତାରି କରା । ମୁଇ ତମ୍କେ ଦେକ୍ବାର୍ ଆଇଲେମିସା, କି ତମର୍ଟାନେଅନି ଦୁରିକେ ରଇ ଅବ୍କା ସୁନିପାର୍ଲେ ମିସା ଏନ୍ତାରି ଜିଇତେରୁଆ । ଏଟାର୍ଲାଗି ତମେ ସବୁ ଗଟେକ୍ ମନ୍ ଅଇ ମିସିଆଚାସ୍ ବଲି ମୁଇ ଜାନିପାର୍ବି । ଜନ୍ ଲକ୍ମନ୍ ସୁବ୍ କବରର୍ ବିରୁଦେ ଦଦାପେଲା କଲାଇନି, ତାକର୍ ମୁଆଟେ କିରିସ୍ଟର୍ ସୁବ୍କବର୍ ଦେକାରକା କର୍ବାକେ ତମେ ସବୁ ଗଟେକ୍ ଅଇ ଟିଆଅଇଲାସ୍ନି ବଲି ମୁଇ ଜାନ୍ବି । ୨୮ ଜନ୍ ଲକ୍ମନ୍ ତମର୍ ବିରଦେ ଆଇଲାଇନି, ସେମନ୍କେ ଡରା ନାଇ । ତମେ ସାଆସ୍ ଦାରିରଇଲେ, ପର୍ମେସର୍ ସେମନ୍କେ କୁରୁପ୍ନାସ୍ କରି ତମ୍କେ ରକିଆ କର୍ସି ବଲି ଜାନ୍ବାଇ । ଏ ସବୁ ବିସଇ ପର୍ମେସର୍ସେ କର୍ସି । ୨୯ କାଇକେବଇଲେ ପର୍ମେସର୍ ତମ୍କେ କିରିସ୍ଟକେ ଅବ୍କା ବିସ୍ବାସ୍ କର୍ବା ଦାନ୍ ଦେଏନାଇ, ମାତର୍ ତାର୍ପାଇ ଦୁକ୍ କସ୍ଟ ପାଇକରି ରଇବା ଦାନ୍ ମିସା ଦେଲାଆଚେ । ୩୦ ✡ ୧:୩୦ ପେରିତ୍ ୧୬:୧୯-୪୦ତମର୍ ବିରୁଦେ ଆଇବା ଲକ୍ମନର୍ ସଙ୍ଗ୍ ଜନ୍ ଜୁଇଦେ ତମେ ରଇଲାସ୍, ସେନ୍ତାରିସେ ଗଟେକ୍ ଜୁଇଦେ ମୁଇ ମିସା ପିଲିପ୍ତେଇ ରଇଲାବେଲେ ଅଇଲାଟା ତମେ ଦେକିଆଚାସ୍ । ଆରି ଏବେ ମିସା ସେ ଜୁଇଦେ ମୁଇ ଆଚି ବଲି ତମେ ସୁନି ଆଇଲାସ୍ନି ।