1 ଜଣେ ଦୁଷ୍ଟ ଲୋକ ସବୁବେଳେ ମନ୍ଦ କାର୍ୟ୍ଯ କରେ। ଯେତବେେଳେ ସେ ଆପଣା ହୃଦଯକୁ କ ହେ, "ମୁଁ ପରମେଶ୍ବରଙ୍କୁ ଭୟ ଓ ସମ୍ମାନ କରେ ନାହିଁ।"
2 ସହେି ଲୋକ ଆପଣାକୁ ମିଥ୍ଯା କ ହେ। ସେ ଲୋକ ଆପଣା ତୃଟି ଦେଖେ ନାହିଁ, ତଣେୁ ସେ କ୍ଷମା ପ୍ରାର୍ଥନା କରେ ନାହିଁ।
3 ତା'ର ବାକ୍ଯସବୁ କବଳେ ମୂଲ୍ଯହୀନ ମିଥ୍ଯା ଅଟେ। ସେ ଜ୍ଞାନୀ ହାଇପୋରେ ନାହିଁ ଅଥବା ସୁକର୍ମ କରିବା ଶିଖେ ନାହିଁ।
4 ରାତ୍ରିରେ ସେ ମୂଲ୍ଯହୀନ କଥାସବୁ କରିବାକୁ ଯୋଜନା କରେ। ସେ ସକାଳୁ ଉଠି କିଛି ଭଲ କାର୍ୟ୍ଯ କରେ ନାହିଁ ଏବଂ ସେ ମନ୍ଦ କାର୍ୟ୍ଯ କରିବାରୁ ବିମୁଖ ହୁଏ ନାହିଁ।
5 ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଆକାଶଠାରୁ ମହୀଯାନ୍। ତୁମ୍ଭର ବିଶ୍ବସ୍ତତା ଆକାଶର ବାଦଲଠାରୁ ଗରୀଯାନ୍।
6 ହେ ସଦାପ୍ରଭୁ, ତୁମ୍ଭର ମହାନୁଭବତା ସବୁଠାରୁ ଉଚ୍ଚ ପର୍ବତଠାରୁ ମଧ୍ଯ ଅଧିକ ଉଚ୍ଚ ତୁମ୍ଭର ନ୍ଯାଯପ୍ରିଯତା ସମୁଦ୍ରଠାରୁ ଅଧିକ ଗଭୀର। ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ଯ ଓ ପଶୁମାନଙ୍କୁ ରକ୍ଷା କର।
7 ତୁମ୍ଭର ପ୍ରମେ ଓ କରୁଣାଠାରୁ କିଛି ଅଧିକ ମୂଲ୍ଯବାନ ବସ୍ତୁ ନାହିଁ। ଲୋକମାନେ ଓ ସ୍ବର୍ଗଦୂତମାନେ ତୁମ୍ଭ ନିକଟକୁ ଉଦ୍ଧାର ପାଇବା ପାଇଁ ଆସନ୍ତି।
8 ହେ ସଦାପ୍ରଭୁ, ସମାନେେ ତୁମ୍ଭର ନିବାସସ୍ଥଳୀରୁ ନୂତନ ବଳରେ ବଳୀଯାନ୍ ହୁଅନ୍ତି। ତୁମ୍ଭେ ତୁମ୍ଭର ନଦୀରୁ ସମାନଙ୍କେୁ ପାନ କରିବାକୁ ଦିଅ।
9 ହେ ସଦାପ୍ରଭୁ, ଜୀବନର ନିର୍ଝର ତୁମ୍ଭ ନିକଟରୁ ପ୍ରବାହିତ ହୁଏ ଓ ତୁମ୍ଭର ଆଲୋକ ଆମ୍ଭକୁ ଆ ଲୋକ ଦଖାେଏ।
10 ହେ ସଦାପ୍ରଭୁ, ଯେଉଁମାନେ ପ୍ରକୃତରେ ତୁମ୍ଭକୁ ଭଲ ପାଆନ୍ତି। ତୁମ୍ଭେ ତୁମ୍ଭର କରୁଣା ଦୃଷ୍ଟି ସମାନଙ୍କେ ଉପରେ ରଖ ଓ ତୁମ୍ଭର ବିଶ୍ବସ୍ତ ସମାନଙ୍କେ ଜୀବନରେ ସୁକର୍ମମାନ ଘଟଣା ସବୁ ଘଟୁ।
11 ହେ ସଦାପ୍ରଭୁ, ଅହଂକାରୀ ଲୋକମାନେ ମାେତେ ୟମେିତି ୟନ୍ତାରେ ନ ପକାନ୍ତି। ମୁଁ ୟମେିତି ଦୁଷ୍ଟ ଲୋକମାନଙ୍କ ଦ୍ବାରା ଧରା ନ ୟାଏ।
12 ଏକଥା ସମାନଙ୍କେର କବର ଉପରେ ଲେଖିଦିଅ, "ଏହି ଲୋକମାନେ ଦୁଷ୍ଟ ଲୋକ ଅଟନ୍ତି। ଏମାନେ ସମସ୍ତେ ଅଧପତିତ ହାଇେଛନ୍ତି। ଏମାନେ ଆଉ ପୁନର୍ବାର ଉଠିବେ ନାହିଁ।"