Home

ଗୀତସଂହିତା

ଅଧ୍ୟାୟ: 1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57 58 59 60 61 62 63 64 65 66 67 68 69 70 71 72 73 74 75 76 77 78 79 80 81 82 83 84 85 86 87 88 89 90 91 92 93 94 95 96 97 98 99 100 101 102 103 104 105 106 107 108 109 110 111 112 113 114 115 116 117 118 119 120 121 122 123 124 125 126 127 128 129 130 131 132 133 134 135 136 137 138 139 140 141 142 143 144 145 146 147 148 149 150


-Reset+

ଅଧ୍ୟାୟ 9

1 ମୁଁ ଅନ୍ତରର ସହିତ ସଦାପ୍ରଭୁଙ୍କୁ ପ୍ରଶଂସା କରେ। ହେ ସଦାପ୍ରଭୁ ତୁମ୍ଭ ସୃଷ୍ଟିର ସମସ୍ତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ ସମ୍ପର୍କରେ ମୁଁ ବର୍ଣ୍ଣନା କରିବି।
2 ତୁମ୍ଭେ ମତେ ଅତି ଆନନ୍ଦ ଦଇେଛା ହେ ସର୍ବୋପରିସ୍ଥ ପରମେଶ୍ବର, ମୁଁ ଶତମୁଖରେ ତୁମ୍ଭର ପ୍ରଶଂସା ଗାନ କରିବି।
3 ଯେତବେେଳେ ସମାନେେ ମାଠାରୁେ ଦୌଡ଼ି ପଳାଇବା ପାଇଁ ବୁଲି ପଡ଼ିଲେ, ମାରେ ଶତ୍ରୁମାନେ ତୁମ୍ଭ ସାକ୍ଷାତରେ ଧ୍ବଂସ ହେଲେ।
4 ତୁମ୍ଭେ ହେଉଛି ସବୁଠାରୁ ବିଚାରବନ୍ତ। ତୁମ୍ଭେ ସିଂହାସନରେ ବିଚାରପତିର ଆସନ ଅଳଙ୍କୃତ କରି ବସୁଛ। ହେ ସଦାପ୍ରଭୁ, ତୁମ୍ଭେ ମାେ କଥା କର୍ଣ୍ଣପାତ କର ଓ ତା'ପରେ ମାେ ପାଇଁ ନିଷ୍ପତ୍ତି ନଲେ।
5 ତୁମ୍ଭେ ସହେି ଅନ୍ୟ ଲୋକମାନଙ୍କୁ ସମାଲୋଚନା କରିଛ। ହେ ସଦାପ୍ରଭୁ, ତୁମ୍ଭେ ସହେି ଦୁଷ୍ଟ ଲୋକଙ୍କୁ ମଧ୍ଯ ଧ୍ବଂସ କରିଛ। ତୁମ୍ଭେ ସହେି ମାନଙ୍କର ନାମ ସବୁଦିନ ପାଇଁ ନିଶ୍ଚିହ୍ନ କରିଦଇେଛ। ଆଜି ସହେିମାନଙ୍କ ମଧ୍ଯରୁ କହେି ଜୀବିତ ନାହାନ୍ତି।
6 ଶତ୍ରୁମାନେ ନିଶ୍ଚିହ୍ନ ହାଇେଛନ୍ତି। ହେ ସଦାପ୍ରଭୁ ତୁମ୍ଭେ ସମାନଙ୍କେର ନଗରକୁ ଧ୍ବଂସ କରିଛ। ବର୍ତ୍ତମାନ କବଳେ ଭଙ୍ଗା ଅଟ୍ଟାଳିକାର ଧ୍ବଂସାବଶଷେ ବିଦ୍ଯମାନ। ଆଜି ସମାନଙ୍କେୁ ମନେ ପକାଇବା ପାଇଁ କିଛି ଅବଶଷେ ବାକିରହି ନାହିଁ।
7 କିନ୍ତୁ ସଦାପ୍ରଭୁ ଚିରକାଳ ରାଜାରୂପେ ବିଦ୍ଯମାନ, ସେ ତାଙ୍କର ରାଜ୍ଯକୁ ଶକ୍ତିଶାଳୀ କରନ୍ତି। ସେ ଏହି ପୃଥିବୀର ମଙ୍ଗଳ କରନ୍ତି।
8 ସଦାପ୍ରଭୁ ଏ ପୃଥିବୀର ସବୁ ମଣିଷ ପ୍ରତି ସମାନ ବିଚାର ପ୍ରଦର୍ଶନ କରନ୍ତି। ସେ ସବୁ ରାଜ୍ଯମାନଙ୍କ ପ୍ରତି ସମାନ ନ୍ଯାଯ ପ୍ରଦାନ କରନ୍ତି।
9 କେତକେ ଲୋକ ଦଳିତ ବୋଲି ଅନୁଭବ କରନ୍ତି କାରଣ ସମାନେେ ଗରିବ ଏବଂ ସମାନଙ୍କେର ଅସୁବିଧା ଅଛି। ଯେତବେେଳେ ସମାନେେ ସମସ୍ଯାରେ ପଡ଼ନ୍ତି ସଦାପ୍ରଭୁ ସମାନଙ୍କେୁ ନିରାପତ୍ତା ଦିଅନ୍ତି।
10 ଯେଉଁ ଲୋକମାନେ ତୁମ୍ଭର ନାମକୁ ଜାଣନ୍ତି ସମାନେେ ତୁମ୍ଭକୁ ବିଶ୍ବାସ କରିବେ। ହେ ସଦାପ୍ରଭୁ ୟଦି ଲୋକମାନେ ତୁମ୍ଭ ପାଖକୁ ଆସନ୍ତି ତୁମ୍ଭେ ସମାନଙ୍କେୁ ସାହାୟ୍ଯ ନ କରି ଛାଡ଼ିଦିଅ ନାହିଁ।
11 ହେ ସିଯୋନ୍ ନିବାସୀ ତୁମ୍ଭେ ସର୍ବଦା ପରମେଶ୍ବରଙ୍କର ପ୍ରଶଂସା ଗାନ କର। ସେ କରିଥିବା ସମସ୍ତ ମହାନ କାର୍ୟ୍ଯ ରାଜ୍ଯମାନଙ୍କ ଆଗରେ ପ୍ରକାଶ କର।
12 ସଦାପ୍ରଭୁ ତାଙ୍କ ନିକଟକୁ ସାହାୟ୍ଯ ପାଇଁ ୟାଇଥିବା ଲୋକମାନଙ୍କୁ ମନେ ରଖନ୍ତି। ସହେି ଗରିବ ଲୋକମାନେ ସାହାୟ୍ଯ ପାଇଁ ଆକୁଳ ନିବଦନେ କରନ୍ତି ଓ ସଦାପ୍ରଭୁ ସମାନଙ୍କେ କଥା ଭୁଲି ପାରନ୍ତି ନାହିଁ।
13 ମୁଁ ଏହି ପ୍ରାର୍ଥନା ପରମେଶ୍ବରଙ୍କ ନିକଟରେ କରିବି, " ହେ ସଦାପ୍ରଭୁ, ମାେ ପ୍ରତି ଦୟାକର। ଦେଖ, ମାରେ ଶତ୍ରୁମାନେ କିଭଳି ମାେ ପଛରେ ମାେତେ ଆଘାତ କରିବାକୁ ଲାଗିଛନ୍ତି। ମାେତେ 'ମୃତ୍ଯୁ ସ୍ଥାନରୁ' ଉଦ୍ଧାର କର।
14 ତା'ପରେ ୟିରୁଶାଲମର ଫାଟକ ପାଖରେ ଥାଇ ତୁମ୍ଭକୁ ପ୍ରଶଂସା କରି ମୁଁ ଗୀତ ଗାଇବି। ମୁଁ ଆଜି ଅତ୍ଯନ୍ତ ଆନନ୍ଦିତ କାରଣ ତୁମ୍ଭେ ମାେତେ ରକ୍ଷା କରିଛ।"
15 ଅନ୍ୟ ରାଜ୍ଯର ସହେି ଲୋକମାନେ ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଗାଡ଼ ଖୋଳନ୍ତି ଓ ୟନ୍ତା ବସାନ୍ତି। କିନ୍ତୁ ସମାନେେ ନିଜେ ବସାଇ ଥିବା ୟନ୍ତାରେ ପଡ଼ନ୍ତି। ସହେି ଲୋକମାନେ ଅନ୍ୟକୁ ଧରିବା ପାଇଁ ଫାଶ ବସାଇ ଥାଆନ୍ତି କିନ୍ତୁ ଶଷେରେ ସମାନେେ ନିଜେ ସହେି ଜାଲରେ ଧରାପଡ଼ନ୍ତି।
16 ସଦାପ୍ରଭୁ ସହେି ଦୁଷ୍ଟ ଲୋକମାନଙ୍କୁ ଧରିପକାନ୍ତି, ଏହା ଦ୍ବାରା ଲୋକମାନେ ଶିକ୍ଷା କରନ୍ତି ୟେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅନ୍ତି।
17 ଯେଉଁମାନେ ପରମେଶ୍ବରଙ୍କୁ ଭୁଲି ୟାଆନ୍ତି ସମାନେେ ମନ୍ଦ ଲୋକ ଅଟନ୍ତି। ସମାନେେ ମୃତ୍ଯୁ ସ୍ଥାନକୁ ଯିବେ।
18 େ ବେଳବେଳେ ଏହା ଜଣାପଡ଼େ ୟେ ପରମେଶ୍ବର ବିପଦରେ ପଡ଼ିଥିବା ଲୋକମାନଙ୍କୁ ଭୁଲି ୟାଆନ୍ତି। ଏହାର ଅର୍ଥ ନୁହେଁ ୟେ ସହେି ଗରିବ ବ୍ଯକ୍ତିମାନଙ୍କର କୌଣସି ଆଶା ନ ଥାଏ। କନ୍ତୁ ପରମେଶ୍ବର ସର୍ବଦା ସମାନଙ୍କେୁ ଭୁଲନ୍ତି ନାହିଁ।
19 ହେ ସଦାପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ। ସହେି ଜାତିମାନଙ୍କୁ ନ୍ଯାଯ ପ୍ରଦାନ କର। ଲୋକମାନଙ୍କୁ ଭାବିବାକୁ ସୁଯୋଗ ଦିଅ ନାହିଁ ୟେ ସମାନେେ ଶକ୍ତିଶାଳୀ ଅଟନ୍ତି।
20 ଲୋକମାନଙ୍କୁ ଏକ ଶିକ୍ଷା ପ୍ରଦାନ କର। ସମାନେେ ଜାଣିବା ଉଚିତ୍ ୟେ ସମାନେେ କବଳେ ମନୁଷ୍ଯ ମାତ୍ର ଅଟନ୍ତି। -ସେଲା-